ହାତୀ ଆକ୍ରମଣରେ ଜଣେ ଗୁରୁତର

କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ଚିଙ୍ଗୁଡ଼ିସରରେ ହାତୀ ଆକ୍ରମଣରେ ଜଣେ ଗୁରୁତର ହୋଇଛନ୍ତି।

ଚିଙ୍ଗୁଡ଼ିସର ଏମଆଇ ପ୍ରୋଜେକ୍ଟକୁ ଶୌଚ ପାଇଁ ଯାଇଥିବା ବେଳେ ଆକ୍ରମଣ କରିଥିଲା। ହାତୀ ଆକ୍ରମଣ କରିଥିବା ବ୍ୟକ୍ତିଙ୍କ ଘର ଝାରବନ୍ଧ ଅଞ୍ଚଳରେ ବୋଲି ସୂଚନା ମିଳିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes