ହାତୀ ମୃତ୍ୟୁ ଘଟଣାର ତଦନ୍ତ ନିର୍ଦ୍ଦେଶ

ରେଢ଼ାଖୋଲ ନାକଟିଦେଉଳ ଜଙ୍ଗଲରେ ହାତୀ ମୃତ୍ୟୁ ଘଟଣାରେ ଦୁଃଖ ପ୍ରକାଶ କରିବା ସହ ଉଚ୍ଚ ସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ।

ଭୁବନେଶ୍ବରରୁ ନାକଟିଦେଉଳ ଗଲେ ସ୍ବତନ୍ତ୍ର ତଦନ୍ତ ଟିମ୍। ହୁକ ପକାଯାଇଥିବା ବିଦ୍ୟୁତ ସଂସ୍ପର୍ଶରେ ଆସି ହାତୀର ମୃତ୍ୟୁ ଘଟିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes