ହାତୀ ମୃତ୍ୟୁ ନେଇ ୨ ନିଲମ୍ବିତ

ବାଲେଶ୍ଵର ଜିଲ୍ଲା ନୀଳଗିରି କୁଲଡିଆ ଅଭୟାରଣ୍ୟରେ ହାତୀ ମୃତ୍ୟୁ ଘଟଣାରେ ହାତୀଖୁଲିଆ ଫରେଷ୍ଟର ଓ ଫରେଷ୍ଟଗାର୍ଡଙ୍କୁ ନିଲମ୍ବନ କଲା ବନବିଭାଗ।

ଫରେଷ୍ଟର ପଦ୍ମାବତୀ ବେହେରା ଓ ଫରେଷ୍ଟଗାର୍ଡ ପ୍ରମିଳା ସେଣ ନିଲମ୍ବିତ ହୋଇଛନ୍ତି। କାର୍ଯ୍ୟରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ ନିଆଯାଇଥିବା ସୂଚନା ଦେଇଛି ବନବିଭାଗ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes