ହାତୀ ସଂରକ୍ଷଣ ପାଇଁ ପଲିସି ଆସିବ: ମୁଖ୍ୟମନ୍ତ୍ରୀ

ଚନ୍ଦକା ଗୋଡ଼ିବାରିଠାରେ ଦୁଇ ଦିନିଆ ମାନବ-ହାତୀ ସହାବସ୍ଥାନ ଅନ୍ତର୍ଜାତୀୟ କର୍ମଶାଳା ଉଦ୍‌ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।ହାତୀମାନଙ୍କ ବିଷୟରେ ଗବେଷଣା ପାଇଁ ସ୍ବତନ୍ତ୍ର କେନ୍ଦ୍ର ମଧ୍ୟ ଉଦ୍‌ଘାଟିତ ହୋଇଛି।

ଗବେଷଣା ପରେ ହାତୀ ସଂରକ୍ଷଣ ନେଇ ସ୍ବତନ୍ତ୍ର ପଲିସି ଆସିବ କହିଲେ ମୁଖ୍ୟମନ୍ତ୍ରୀ। ଓଡ଼ିଶାରେ ଏବେ ୨ ହଜାର ୧ ଶହ ହାତୀ ଥିବାରୁ ସ୍ବତନ୍ତ୍ର ଧ୍ୟାନ ଦିଆଯାଉଛି କହିଛନ୍ତି ମୁଖ୍ୟମନ୍ତ୍ରୀ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes