ହିଙ୍ଗୁଳାଙ୍କ ମନ୍ଦିର ଓ ଉଭାସ୍ଥଳରେ ସଫେଇ କାର୍ଯ୍ୟକ୍ରମ

ଅନୁଗୁଳ ଜିଲ୍ଲା ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ମନ୍ଦିର ଓ ଉଭାସ୍ଥଳରେ ବିଧାୟକ ବ୍ରଜକିଶୋର ପ୍ରଧାନଙ୍କ ନିର୍ଦ୍ଦେଶ କ୍ରମେ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

ଏହି କାର୍ଯ୍ୟକ୍ରମରେ ବିଜୁ ଜନତା ଦଳର ବହୁ କର୍ମକର୍ତ୍ତା, ସରପଞ୍ଚ ସମିତି ସଭ୍ୟ, ଜିଲ୍ଲା ପରିଷଦ ସଦସ୍ୟ ପ୍ରମୁଖ ସାମିଲ ହୋଇଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes