ହିଟ୍‌ୱେଭ ନେଇ ଆଗୁଆ ସତର୍କ କରାଇଲେ ଏସଆରସି

ଭୁବନେଶ୍ୱର ସମେତ ରାଜ୍ୟର ଆଉ କିଛି ଅଞ୍ଚଳରେ ତାତି ବଢିବା ନେଇ ପାଣିପାଗ ବିଭାଗ ଆକଳନ କରିବା ପରେ ସ୍ଥିତିର ମୁକାବିଲା ପାଇଁ ଜିଲ୍ଲାପାଳମାନଙ୍କୁ ଏସଆରସି ନିର୍ଦ୍ଦେଶ ଦେଇଛନ୍ତି ।

ସବୁ ଜିଲ୍ଲାପାଳ ଓ ବିଭାଗୀୟ ଅଧିକାରୀଙ୍କୁ ହିଟ୍‌ୱେଭକୁ ସାମ୍ନା କରିବା ପାଇଁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର ସତ୍ୟବ୍ରତ ସାହୁ। ହିଟ୍ ୱେଭରୁ ବର୍ତ୍ତିବାକୁ ନେଇ ଜନସଚେତନତା କାର୍ଯ୍ୟ କରିବାକୁ ସେ ପରାମର୍ଶ ଦେଇଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes