ହିଟ୍‌ୱେଭ ନେଇ ମୁଖ୍ୟ ଶାସନ ସଚିବଙ୍କ ଚିଠି

ଅଂଶୁଘାତ ଓ ଡାଇରିଆର ପ୍ରତିଷେଧକ ବ୍ୟବସ୍ଥା ପାଇଁ ସବୁ ହସ୍ପିଟାଲ ଓ ବିଭିନ୍ନ ବିଭାଗକୁ ମୁଖ୍ୟ ଶାସନ ସଚିବ ଚିଠି ଲେଖିଛନ୍ତି।

ସମସ୍ତ ମେଡିକାଲ ଆଗୁଆ ପ୍ରସ୍ତୁତ ରଖିବାକୁ କହିଛନ୍ତି।ଅଗ୍ନିଶମ ବିଭାଗକୁ ମଧ୍ୟ ପ୍ରସ୍ତୁତ ରହିବାକୁ ଚିଠି କରିଛନ୍ତି ମୁଖ୍ୟ ଶାସନ ସଚିବ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes