ହିଟ୍‌ୱେଭ ନେଇ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ବଲାଙ୍ଗିର, କେନ୍ଦୁଝର, ବୌଦ୍ଧ, ମାଲକାନଗିରି, ନୟାଗଡ଼ ଓ ଅନୁଗୁଳ ଜିଲ୍ଲାକୁ ୬ ତାରିଖ ଯାଏଁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି।

ରାତି ତାପମାତ୍ରା ବୃଦ୍ଧି ନେଇ ବଲାଙ୍ଗିର, କନ୍ଧମାଳ, ଭଦ୍ରକ ଓ ବୌଦ୍ଧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes