ହିଡେନ୍ କ୍ୟାମେରା ନେଇ ଶ୍ରୀମନ୍ଦିରକୁ ଯୁବକଙ୍କ ପ୍ରବେଶ

ଚଷମାରେ ହିଡେନ୍‌ କ୍ୟାମେରା ଲେନ୍ସ ଲଗାଇ ଯାଇଥିଲା ବେଳେ ଯୁବକଙ୍କୁ ବେହରଣ ଦ୍ବାର ନିକଟରେ ସନ୍ଦେହ ହେବାରୁ ଧରିଲା ପୁଲିସ।

ଯୁବକ ଜଣକ ପୁରୀ ଗଜପତି ନଗରର ହୋଇଥିବା ସୂଚନା ମିଳିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes