ହିନ୍ଦୋଳ ବନାଞ୍ଚଳରୁ ମାଈ ହାତୀର ମୃତ ଦେହ ଉଦ୍ଧାର

ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ବନାଞ୍ଚଳ ଅନ୍ତର୍ଗତ ଖଲିବୋରେଇ ଆଲୁସିଙ୍ଗ ଜଙ୍ଗଲରୁ ଆଜି ଏକ ମାଈ ହାତୀର ମୃତଦେହ ଠାବ କରାଯାଇଛି l
ଖବର ପାଇ ବନବିଭାଗ ଅଧିକାରୀ ମାନେ ଘଟଣାସ୍ଥଳକୁ ଯାଇଛନ୍ତି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes