ହୀରାକୁଦ ଡ୍ୟାମ୍‌ର ୨୦ଟି ଗେଟ୍‌ ଦେଇ ବନ୍ୟା ଜଳ ନିଷ୍କାସନ ଜାରି

ଏବେ ହୀରାକୁଦ ଡ୍ୟାମ୍‌ର ଜଳସ୍ତର ୬୦୯.୭୯ ଫୁଟ୍‌ ଥିବାବେଳେ ହୀରାକୁଦକୁ ପ୍ରବେଶ କରୁଛି ୩ ଲକ୍ଷ ୪୨ ହଜାର ୪୫୩ କ୍ୟୁସେକ ଜଳ।

ନିଷ୍କାସନ ହେଉଛି ୩ ଲକ୍ଷ ୩୫ ହଜାର ୬୪୯ କ୍ୟୁସେକ ଜଳ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes