ହୀରାକୁଦ ଡ୍ୟାମ୍‌ର ୨୦ଟି ଗେଟ୍‌ ଦେଇ ବନ୍ୟା ଜଳ ନିଷ୍କାସନ ଜାରି

ଏବେ ହୀରାକୁଦ ଡ୍ୟାମ୍‌ର ଜଳସ୍ତର ୬୦୮.୦୪ ଫୁଟ୍‌ ଥିବାବେଳେ ହୀରାକୁଦକୁ ପ୍ରବେଶ କରୁଛି ୨ ଲକ୍ଷ ୩୩ ହଜାର ୮୨୪ କ୍ୟୁସେକ ଜଳ ଏବଂ ନିଷ୍କାସନ ହେଉଛି ୩ ଲକ୍ଷ ୩୨ ହଜାର ୪୯୧ କ୍ୟୁସେକ ଜଳ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes