ଭୁବନେଶ୍ୱରର ଆଇଗିଣିଆରେ ଦୁଃଖଦ ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ଦୁଃଖପ୍ରକାଶ କରିବା ସହ ଉଭୟ ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କୁ ୪ ଲକ୍ଷ ଲେଖାଏଁ ମିଳିବ ନେଇ ଘୋଷଣା କରିଛନ୍ତି।
CMRFରୁ ଅନୁକମ୍ପା ରାଶି ଦେବାକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ।
Credible Local News of Odisha