ୟୁନିଟ୍‌-୯ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ତାଲା

ଭୁବନେଶ୍ୱର ୟୁନିଟ୍‌-୯ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରୀ ଓ ଅଭିଭାବକ।

ନିକଟସ୍ଥ ବାଳକ ଉଚ୍ଚ ବିଦ୍ୟାଳୟରେ ମିଶ୍ରଣ ଯୋଜନାକୁ ବିରୋଧ କରି ଏହି ପଦକ୍ଷେପ ନେଇଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes