୧ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି August 30, 2025 by Odisha ଅନ୍ୟ ଗୁରୁତ୍ବପୂର୍ଣ୍ଣ କାମ ଥିବାରୁ ଏହି ନିଷ୍ପତ୍ତି ନିଆଯାଇଥିବା ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ସୂଚନା ଦେଇଛି।