୧୦ଟାରୁ ଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ

ପୁଣି ଲିଙ୍ଗରାଜ ମନ୍ଦିରରେ ବ୍ରାହ୍ମଣ ନିଯୋଗ ଓ ବଡୁ ନିଯୋଗ ବିବାଦ ପାଇଁ ସକାଳ ୧୦ଟା ସାହାଣ ମେଲା ପରଠାରୁ ବନ୍ଦ ରହିଛି ନୀତିକାନ୍ତି।

ମନ୍ଦିର କାର୍ଯ୍ୟନିର୍ବାହୀ ଓ ଜିଲ୍ଲାପାଳଙ୍କ ଦୃଷ୍ଟି ଆକର୍ଷଣ କଲେ ଉଭୟ ନିଯୋଗ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes