ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୧୦ ତାରିଖରେ ଓଡ଼ିଶା ଗସ୍ତରେ ଆସୁଥିବା ବେଳେ ପ୍ରସ୍ତୁତି ଆରମ୍ଭ ହୋଇଛି।
ଭୁବନେଶ୍ବର ବିମାନବନ୍ଦରରେ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିଛନ୍ତି ସିଆଇଏସ୍ଏଫ ଅଧିକାରୀ। ଏହା ସହ ସହ ବିମାନବନ୍ଦରରେ ଆଲୋଚନା କରିଛନ୍ତି। ରାଷ୍ଟ୍ରପତିଙ୍କୁ ପୁଲିସ ପକ୍ଷରୁ ଗାର୍ଡ ଅଫ ଅନର ଦିଆଯିବ।