କ୍ୟାବିନେଟ୍ ବୈଠକ ସରିବା ପରେମୁଖ୍ୟ ଶାସନ ସଚିବ ଏହି ସୂଚନା ଦେଇଛନ୍ତି। ରାଜ୍ୟ ସମବାୟ ନୀତିକୁ କ୍ୟାବିନେଟ୍ ମଞ୍ଜୁରୀ ମିଳିଛି।ଜଳସମ୍ପଦ ବିଭାଗର ଡାଇଭର୍ସନ ସିଷ୍ଟମ ପାଇଁ ୩୬୨ କୋଟି ମଞ୍ଜୁର କରାଯାଇଛି।
Credible Local News of Odisha