୧୦ ଲକ୍ଷ ଟଙ୍କା ଝଗଡ଼ାରୁ ହତ୍ୟା : ସିପି

କନଷ୍ଟେବଲ୍ ଶୁଭମିତ୍ରା ସାହୁ ହତ୍ୟା ଘଟଣାରେ ସିପି ସୂଚନା ଦେଇଛନ୍ତି ଯେ, ୧୦ ଲକ୍ଷ ଟଙ୍କା ଝଗଡ଼ାରୁ ହତ୍ୟା କରାଯାଇଥିବା ପ୍ରମାଣ ମିଳିଛି।ଶୁଭମିତ୍ରା ଅଭିଯୁକ୍ତ ଦୀପକକୁ ପ୍ରାୟ ୧୦ ଲକ୍ଷ ଟଙ୍କା ଦେଇଥିଲା, ବିବାହ ଉତ୍ସବ ପାଳନ ପାଇଁ ଶୁଭମିତ୍ରା ଟଙ୍କା ମାଗିବାରୁ ଝଗଡ଼ା ହୋଇଥିଲା।

ଏଯାବତ ଏକ ହତ୍ୟା କରିବା ପ୍ରମାଣ ମିଳିଛି, ତଥାପି ତଦନ୍ତ ଚାଲିଛି। ମାତ୍ର ମୃତଦେହ ଘଟଗାଁ ନେଇ ପୋତିବା ନେଇ ଖୋଳତାଡ଼ ଚାଲିଛି।୨୦୨୪ ଜୁଲାଇରେ ଶୁଭମିତ୍ରାଙ୍କୁ କୋର୍ଟରେ ବିବାହ କରିଥିଲା ଦୀପକ। ୧ କୋଟି ଟଙ୍କାର ବୀମା କରିବା ନେଇ ସୂଚନା ମିଳିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes