୧୧ ତାରିଖରୁ ରାଜ୍ୟବ୍ୟାପୀ ଟ୍ରକ୍ ଧର୍ମଘଟ ଡାକରା

୫ ଦଫା ଦାବିରେ ରାଜ୍ୟ ଟ୍ରକ୍ ମାଲିକ ସଂଘର ଅନିର୍ଦ୍ଦିଷ୍ଟ କାଳ ଧର୍ମଘଟ ଡାକରା ଦେଇଛି।

ରାଜ୍ୟ ଟ୍ରକ୍ ମାଲିକ ସଂଘ ସଭାପତି ବିଭୂ ପ୍ରସାଦ ଦାସ ଏହି ସୂଚନା ଦେଇଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version