ପୁରୁଣା ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ୨୪ ଘଣ୍ଟିଆ ସ୍ବାସ୍ଥ୍ୟସେବା ଦାବିରେ ଜିଲ୍ଲା ଯୁବ ଏକତା ମଞ୍ଚ ପକ୍ଷରୁ ୧୨ ଘଣ୍ଟିଆ ଦେବଗଡ଼ ବନ୍ଦ ପାଳନ କରାଯାଉଛି।
ସକାଳ ୬ରୁ ୧୨ ଘଣ୍ଟିଆ ଦେବଗଡ଼ ବନ୍ଦ ପାଳନ ଯୋଗୁଁ ଗାଡ଼ି ଚଳାଚଳ ପ୍ରଭାବିତ ହୋଇଛି।
Credible Local News of Odisha