୧୪୦୪ ଅଧ୍ୟାପକ ପଦ ଖାଲି: ଉଚ୍ଚଶିକ୍ଷା ମନ୍ତ୍ରୀ

ରାଜ୍ୟର ୧୭ ବିଶ୍ୱବିଦ୍ୟାଳୟରେ ୧୪୦୪ ଅଧ୍ୟାପକ ପଦ ଖାଲିପଡ଼ିଛି ନେଇ ଗୃହରେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଲିଖିତ ଉତ୍ତର ରଖିଛନ୍ତି। ୨୬୦ ପ୍ରାଧ୍ୟାପକ, ୪୫୩ ଆସୋସିଏଟ୍ ପ୍ରାଧ୍ୟାପକ, ୬୬୯ ସହକାରୀ ପ୍ରାଧ୍ୟାପକ ପଦ ଖାଲି ରହିଛି।

ରେଭେନ୍ସାରେ ସର୍ବାଧିକ ପଦ ଖାଲି ଥିବାବେଳେ ତା’ପଛକୁ ରହିଛି ଉତ୍କଳ ବିଶ୍ୱବିଦ୍ୟାଳୟ। ୧୭ ବିଶ୍ୱବିଦ୍ୟାଳୟରେ ୨୨୮୬ ଅଣଶିକ୍ଷକ ପଦବୀ ଖାଲିପଡ଼ିଛି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes