୧୪ ଶିଶୁ ନିଖୋଜ; ଆର୍‌ଡିସିଙ୍କ ତଦନ୍ତ ନିର୍ଦ୍ଦେଶ

କଟକ ଏସ୍‌ସବି ମେଡିକାଲ୍‌ ସ୍ତ୍ରୀ ଓ ପ୍ରସୂତି ବିଭାଗରୁ ଶିଶୁ ନିଖୋଜ ଘଟଣାରେ ଏସ୍‌ସିବି ଅଧୀକ୍ଷକଙ୍କୁ ତଦନ୍ତ ନିର୍ଦ୍ଦେଶ ଦେଲେ କେନ୍ଦ୍ରାଞ୍ଚଳ ଆର୍‌ଡିସି। ତଦନ୍ତ କରି ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ନିର୍ଦ୍ଦେଶନାମା ଜାରି କରିଛନ୍ତି।

କାର୍ଯ୍ୟାନୁଷ୍ଠାନ ପରେ ଆର୍‌ଡିସିଙ୍କ ଅଫିସ୍‌କୁ ରିପୋର୍ଟ ପଠାଇବାକୁ ନିର୍ଦ୍ଦେଶରେ ଉଲ୍ଲେଖ ରହିଛି। ଅସହାୟ ତଥା ମାନସିକ ଅନଗ୍ରସରଙ୍କ ଶିଶୁ ନିଖୋଜ ନେଇ ଅଭିଯୋଗ ହୋଇଛି। ଗତ ୬ ବର୍ଷରେ ୧୪ ଶିଶୁଙ୍କ ପତ୍ତା ମିଳୁ ନଥିବା ଅଭିଯୋଗ ପରେ ତନାଘନା ଆରମ୍ଭ ହୋଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes