୧୫ରୁ କଟକରେ ଘର ଗଣନା

ଫେବ୍ରୁଆରୀ ୧୫ରୁ କଟକ ଜିଲ୍ଲାରେ ଘର ଗଣନା ନେଇ ସୂଚନା ଦେଲେ କଟକ ଜିଲ୍ଲାପାଳ। ‘ଡିଜିଟାଲ୍ ପ୍ରକ୍ରିୟାରେ ଜନ ଗଣନା କାର୍ଯ୍ୟ ସାରିବାକୁ ଲକ୍ଷ୍ୟ ରହିଛି। ୧୫ ଫେବ୍ରୁଆରୀରୁ ଏପ୍ରିଲ ୧୫ ପର୍ଯ୍ୟନ୍ତ ଘର ଗଣନା ହେବ।ଘର ଗଣନା ସରିବା ପରେ ଆରମ୍ଭ ହେବ ଜନ ଗଣନା।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes