୧୫ ଡିଗ୍ରୀ ତଳେ ୫ ସହରର ରାତି ତାପମାତ୍ରା

୧୩.୫ ଡିଗ୍ରୀ ସହ ଜି. ଉଦୟଗିରି ସବୁଠୁ ଥଣ୍ଡା ଅଞ୍ଚଳ ଥିବାବେଳେ ଫୁଲବାଣୀ, କୋରାପୁଟ ଓ ଦାରିଙ୍ଗବାଡ଼ି ତାପମାତ୍ରା ୧୪ ଡିଗ୍ରୀ ରହିଛି।

କିରେଇ ୧୪.୪ ଓ ସିମିଳିଗୁଡା ୧୫ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes