ଖୁବ୍ଶୀଘ୍ର ୧୬୩୫ଟି ନୂତନ ରାଜସ୍ୱ ଗ୍ରାମର ସୀମା ପରିବର୍ତ୍ତନ କରାଯିବ ନେଇ ରାଜସ୍ବ ବିଭାଗ ପକ୍ଷରୁ ସ୍ୱତନ୍ତ୍ର ନିର୍ଦ୍ଦେଶନାମା ଜାରି ହୋଇଛି।
ନକ୍ସା ପରିବର୍ତ୍ତନ ପାଇଁ ସର୍ଭେ ନିର୍ଦ୍ଦେଶକ, ଜିଲାପାଳ ଓ ଆର୍ଡିସିଙ୍କୁ ଚିଠି ହୋଇଛି। ପୁରୁଣା ରାଜସ୍ୱ ଗାଁ ରେକର୍ଡ ଯେମିତି ମିଶି ନ ଯାଏ ଦୃଷ୍ଟି ଦେବାକୁ ନିର୍ଦ୍ଦେଶ ଦେଇଛି ବିଭାଗ।