୧୮ତମ ପାତାଳୀ ମହୋତ୍ସବ ଉଦଘାଟିତ

ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କୋଟସମଲାଇ ସ୍ଥିତ ପ୍ରସିଦ୍ଧ ପାତାଳୀ ଶ୍ରୀକ୍ଷେତ୍ର ଠାରେ ୧୮ତମ ପାତାଳୀ ମହୋତ୍ସବ ରବିବାର ସଂଧ୍ୟାରେ ଉଦଘାଟିତ ହୋଇଯାଇଛି । ଆଜି ପୂର୍ଣ୍ଣଚନ୍ଦ୍ର ପାଢୀଙ୍କ ସଂଯୋଜନାରେ ଅନୁଷ୍ଠିତ ସଭାରେ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ସୂର୍ଯ୍ୟନାରାୟଣ ଦାଶ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦଘାଟନ କରିଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes