ଆସନ୍ତା ୨୦ରୁ ୩ ପ୍ରମୁଖ ଠିକାଦାର ସଂଘ ରାଜ୍ୟବ୍ୟାପୀ ଆନ୍ଦୋଳନ କରିବେ। ୧୮ ସୁଦ୍ଧା ୮ ଦଫା ଦାବି ପୂରଣ ନ ହେଲେ ୨୦ରୁ ଆନ୍ଦୋଳନ ଚେତାବନୀ ଦେଇଛନ୍ତି। ରାଜ୍ୟବ୍ୟାପୀ ଠପ୍ ହେବ ସମସ୍ତ ସରକାରୀ ନିର୍ମାଣ କାର୍ଯ୍ୟ। ଏକାଠି ହେବେ ୭୦ ହଜାର ଠିକାଦାର ଓ ୩ ପ୍ରମୁଖ ଠିକାଦାର ସଂଘ। ପ୍ରେସମିଟ୍ରେ ମିଳିତ ମଞ୍ଚ ଓଡ଼ିଶା ଠିକାଦାର ମହାସଂଘ ଏହି ଚେତାବନୀ ଦେଇଛି।