ନାମାଙ୍କନ ପରେ ଜିତିବା ନେଇ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି ଦିଲ୍ଲୀପ ରାୟ।ପ୍ରଧାନମନ୍ତ୍ରୀ, ଗୃହ ମନ୍ତ୍ରୀ, ରାଷ୍ଟ୍ରୀୟ ଅଧ୍ୟକ୍ଷ, ମୁଖ୍ୟମନ୍ତ୍ରୀଙ୍କ ସମର୍ଥନ ରହିଛି, ବିଜେପି ନାମାଙ୍କନ ଭରିବା ପାଇଁ ପୂରା ସମର୍ଥନ ଯୋଗାଇ ଦେଇଛି।
କାଲିଠୁ ପ୍ରଚାର, ୨୦୦୨ ପରି ଜିତାପଟ ହାସଲ କରିବି କହିଛନ୍ତି ଦିଲ୍ଲୀପ ରାୟ।