୨୦୨୩ ଡିସେମ୍ବର ସୁଦ୍ଧା କାର୍ଯ୍ୟକ୍ଷମ ହେବ ମେଡିକାଲ କଲେଜ

ଆସନ୍ତା ୨୦୨୩ ଡିସେମ୍ବର ସୁଦ୍ଧା କଳାହାଣ୍ଡି ମେଡିକାଲ କଲେଜର ନିର୍ମାଣ ଶେଷ ହେବା ସହ ଲୋକାର୍ପଣ ହେବ ବୋଲି ଏକ ସାମ୍ବାଦିକ ସମ୍ମିଳନୀରେ ଡବ୍ଲୁଓଡିସି ଅଧ୍ୟକ୍ଷ ଅସିତ ତ୍ରିପାଠୀ ସୂଚନା ଦେଇଛନ୍ତି ।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version