୨୦୨୭ ପଞ୍ଚାୟତ ନିର୍ବାଚନ ପୂର୍ବରୁ ହେବ ନାହିଁ ପଂଚାୟତ କି ବ୍ଲକ୍‌ ପୁନର୍ଗଠନ

ନୂତନ ସୀମା ନିର୍ଦ୍ଧାରଣ ନ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି ନେଇ ବିଧାନସଭାରେ ଲିଖିତ ଉତ୍ତର ରଖିଛନ୍ତି ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ।

ସାମ୍ବିଧାନିକ କଟକଣା ଏବଂ ସଦ୍ୟତମ ଜନସଂଖ୍ୟା ତଥ୍ୟର ଅଭାବ କାରଣରୁ ନିଷ୍ପତ୍ତି ହୋଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes