ଉଲ୍ଲେଖନୀୟ ସେବା ପାଇଁ ୨୦ ଜଣଙ୍କୁ ପୋଲିସ ପଦକ ପ୍ରଦାନ କଲେ ରାଜ୍ୟପାଳ। ବର୍ଗ-୧ରେ IPS ନୀତି ଶେଖର, ସତ୍ୟଜିତ ନାୟକଙ୍କୁ ମିଳିଲା ପଦକ ଏବଂ ବର୍ଗ-୨ରେ ପୁରୀ ଏସ୍ପି ପ୍ରତୀକ ସିଂହଙ୍କୁ ରାଜ୍ୟପାଳ ପଦକ ପ୍ରଦାନ କରିଛନ୍ତି।
Credible Local News of Odisha