୨୩ରୁ ରିଚେକିଂ ପାଇଁ ଆବେଦନ କରିପାରିବେ ଛାତ୍ରଛାତ୍ରୀ

ହାଇସ୍କୁଲ ପାଇଁ ଅନଲାଇନରେ ଓ ମଧ୍ୟମା ଓ ଷ୍ଟେଟ୍‌ ଓପନ୍‌ ସ୍କୁଲ ପାଇଁ ଅଫ୍‌ଲାଇନ ଆବେଦନ କରିପାରିବେ ଛାତ୍ରଛାତ୍ରୀ।

ଏ ନେଇ ସୂଚନା ଦେଇଛନ୍ତି ବୋର୍ଡ ଉପସଭାପତି ନିହାର ମହାନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version