ଅନୁଗୁଳ ପାଇଁ ବଶିଷ୍ଠ ନାୟକ (ଅଧ୍ୟକ୍ଷ), ସୁରୁମଣି ଛତର (ଉପାଧ୍ୟକ୍ଷ), ବଲାଙ୍ଗିର ପାଇଁ ବଲ୍ଲଭ ଧରୁଆ (ଅଧ୍ୟକ୍ଷ), ଜୟନ୍ତୀ ଭୋଇ (ଉପାଧ୍ୟକ୍ଷ), ବାଲେଶ୍ୱର ପାଇଁ ବିପିନ୍ ମାରାଣ୍ଡି (ଅଧ୍ୟକ୍ଷ), ଝରଣା ସିଂ (ଉପାଧ୍ୟକ୍ଷ), ବରଗଡ଼ ପାଇଁ ଗୋବର୍ଦ୍ଧନ ଭୋଏ (ଅଧ୍ୟକ୍ଷ), ତିଳତ୍ତୋମା ଭୁଏ (ଉପାଧ୍ୟକ୍ଷ), ବୌଦ୍ଧ ପାଇଁ ଡମରୁ ଧର କହଁର (ଅଧ୍ୟକ୍ଷ), ଝରଣା ଜାନି (ଉପାଧ୍ୟକ୍ଷ), ଦେବଗଡ଼ ପାଇଁ ପ୍ରଶାନ୍ତ ବେହେରା (ଅଧ୍ୟକ୍ଷ), ପ୍ରମିଳା କିଶାନ (ଉପାଧ୍ୟକ୍ଷ), ଢେଙ୍କାନାଳ ପାଇଁ ନାଉରି ସିଂ (ଅଧ୍ୟକ୍ଷ), ସେବତୀ ଭୋଇ (ଉପାଧ୍ୟକ୍ଷ), ଗଜପତି ପାଇଁ କାମଦେବ ବଡ଼ନାୟକ (ଅଧ୍ୟକ୍ଷ), ପଙ୍କଜିନୀ ଦଳାଇ (ଉପାଧ୍ୟକ୍ଷ), ଗଞ୍ଜାମ ପାଇଁ ନୀଳମାଧବ ପାତ୍ର (ଅଧ୍ୟକ୍ଷ), ଲଳିତା ପ୍ରଧାନ (ଉପାଧ୍ୟକ୍ଷ), ଯାଜପୁର ପାଇଁ ରାଜେନ୍ଦ୍ର କାନ୍ଦୁଲିଆ (ଅଧ୍ୟକ୍ଷ), ଶାନି ଜରିକା (ଉପାଧ୍ୟକ୍ଷ), ଝାରସୁଗୁଡ଼ା ପାଇଁ ସାମଲ ନାଏକ (ଅଧ୍ୟକ୍ଷ), ସଂଯୁକ୍ତା ଓରାମ (ଉପାଧ୍ୟକ୍ଷ), କଳାହାଣ୍ଡି ପାଇଁ ବିଜୟ ଦିଶାରୀ (ଅଧ୍ୟକ୍ଷ), ରୀନା ଭୋଇ (ଉପାଧ୍ୟକ୍ଷ), କନ୍ଧମାଳ ପାଇଁ ମାନଗୋବିନ୍ଦ ପ୍ରଧାନ (ଅଧ୍ୟକ୍ଷ), କଳ୍ପନା କହଁର (ଉପାଧ୍ୟକ୍ଷ), କେନ୍ଦୁଝର ପାଇଁ ମମିତା ନାଏକ (ଅଧ୍ୟକ୍ଷ), ମାନସ ନାଏକ (ଉପାଧ୍ୟକ୍ଷ), କୋରାପୁଟ ପାଇଁ ଭଗବାନ ମୁଦୁଲି (ଅଧ୍ୟକ୍ଷ), ସୁକାନ୍ତି ମାଝୀ (ଉପାଧ୍ୟକ୍ଷ), ମାଲକାନଗିରି ପାଇଁ ଗଙ୍ଗାଧର ସୋଡ଼ି (ଅଧ୍ୟକ୍ଷ), ସାବିତ୍ରୀ ପଡ଼ିଆମି (ଉପାଧ୍ୟକ୍ଷ), ମୟୂରଭଞ୍ଜ ପାଇଁ ବୁଧାନ ମୁର୍ମୁ (ଅଧ୍ୟକ୍ଷ), କୌଶଲ୍ୟା ନାଏକ (ଉପାଧ୍ୟକ୍ଷ), ନବରଙ୍ଗପୁର ପାଇଁ ବାସନ୍ତୀ ମାଝି (ଅଧ୍ୟକ୍ଷ), ଲିଙ୍ଗରାଜ ଭତ୍ରା (ଉପାଧ୍ୟକ୍ଷ)।