୨୫ସୁଦ୍ଧା ଶକ୍ତିଶ୍ରୀ ସଶକ୍ତୀକରଣ ସେଲ୍ ଖୋଲ

ଅଗଷ୍ଟ ୨୫ ସୁଦ୍ଧା ଶକ୍ତିଶ୍ରୀ ସଶକ୍ତୀକରଣ ସେଲ୍ ଖୋଲିବାକୁ ସବୁ ବିଶ୍ବବିଦ୍ୟାଳୟ କୁଳପତିଙ୍କ ସହ ସରକାରୀ ଓ ବେସରକାରୀ କଲେଜ ଅଧ୍ୟକ୍ଷଙ୍କୁ ଚିଠି କରିଛି ଉଚ୍ଚଶିକ୍ଷା ବିଭାଗ।

ଅଗଷ୍ଟ ୨୦ ସୁଦ୍ଧା ଶକ୍ତିଶ୍ରୀ ସାଥୀ ବାଛିବା ପାଇଁ ପଦକ୍ଷେପ ନେବାକୁ ଉଲ୍ଲେଖ କରିବା ସହ ଅଗଷ୍ଟ ୧୪ ସୁଦ୍ଧା ପ୍ରତି ଶ୍ରେଣୀକୁ ପ୍ରତିନିଧିତ୍ବ କରୁଥିବା ଜଣେ ଛାତ୍ରୀ ବାଛିବାକୁ ନିର୍ଦ୍ଦେଶ ଦିଆଯାଇଛି। ୬ ଦିନିଆ ଆତ୍ମରକ୍ଷା ତାଲିମ୍ ଆୟୋଜନ ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes