୨୭ଟି ନୂଆ ଶିଳ୍ପ ପ୍ରକଳ୍ପର ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ୨୫ ହଜାର ୩୮୦ କୋଟି ଟଙ୍କାର ପୁଞ୍ଜିନିବେଶ କରାଯିବ ଏବଂ ୫୧ ହଜାର ୮୨୬ରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ।
OUATରେ ବିଶେଷ କାର୍ଯ୍ୟକ୍ରମରେ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି।କାର୍ଯ୍ୟକ୍ରମରେ ଶିଳ୍ପମନ୍ତ୍ରୀ ସମ୍ପଦ ସ୍ବାଇଁ ଉପସ୍ଥିତ ଅଛନ୍ତି।