୨୭ ତାରିଖ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା

ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି।୨୬ ତାରିଖ ବେଳକୁ ଘୂର୍ଣ୍ଣିବଳୟ ପ୍ରବେଶ କରିବା ସମ୍ଭାବନା ଥିବାବେଳେ ପ୍ରଭାବରେ ୨୭ ତାରିଖ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ।

ଲଘୁଚାପ ସୃଷ୍ଟି ହୋଇ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ। ୨୯ ବେଳକୁ ଆହୁରି ଘନୀଭୂତ ହୋଇ ଅବପାତରେ ପରିଣତ ସମ୍ଭାବନା ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes