ନୂଆଖାଇ ପର୍ବ ଉପଲେକ୍ଷେ ୨୯ ତାରିଖ ଛୁଟି ରହିବ ନେଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।
ସବୁ ସରକାରୀ କାର୍ଯ୍ୟାଳୟ, ମାଜିଷ୍ଟେରିଆଲ କୋର୍ଟ ଛୁଟି ରହିବ। ଏଥିପାଇଁ ସେପ୍ଟେମ୍ବର ୧୩ ଦ୍ବିତୀୟ ଶନିବାର କାର୍ଯ୍ୟଦିବସ ଘୋଷଣା କରାଯାଇଛି।
Credible Local News of Odisha