୨ କୋଟିର ଗଞ୍ଜେଇ ଜବତ

ବୌଦ୍ଧ ଜିଲ୍ଲା ମନମୁଣ୍ଡା ଆଡ଼ସିଙ୍ଗା ଗାଁରୁ ୨ ହଜାର କେଜି ଗଞ୍ଜେଇ ଜବତ ହୋଇଛି।

ବାହାର ରାଜ୍ୟକୁ ଚାଲାଣ ପାଇଁ ରଖାଯାଇଥିବା ବେଳେ ଜବତ ହୋଇଛି।ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ପ୍ରାୟ ୨ କୋଟି ହେବ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes