୧୪ରେ ଭୁବନେଶ୍ୱର ଏମ୍ସ ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ ଏବଂ ୧୫ରେ କଟକର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ ରାଷ୍ଟ୍ରପତି। କଟକ ରେଭେନ୍ସା ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ।
ରେଭେନ୍ସା ବାଳିକା ବିଦ୍ୟାଳୟର କରିବେ ଶିଳାନ୍ୟାସ। ଆଦିକବି ସାରଳା ଦାସଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିବେ। କଟକରେ କଳିଙ୍ଗ ରତ୍ନ ପୁରସ୍କାର-୨୦୨୪ ଉତ୍ସବରେ ଅତିଥି ଭାବେ ଯୋଗ ଦେବେ।