+୨ ରେଜଲ୍ଟ: କଳାରେ ପାସ୍ ହାର ୭୮.୮୮ %

ଯୁକ୍ତ ଦୁଇ କଳା ବିଭାଗର ପରୀକ୍ଷା ଫଳ ଆଜି ଅପରାହ୍ନ ୪ଟାରେ ପ୍ରକାଶ ପାଇଛି।

ମୋଟ ୧ ଲକ୍ଷ ୮୧ ହଜାର ୮୬୯ ଛାତ୍ରଛାତ୍ରୀ ପାସ୍ କରିଛନ୍ତି।କଳା ସହ ଧନ୍ଦାମୂଳକ ଶିକ୍ଷାର ଫଳ ମଧ୍ୟ ପ୍ରକାଶ ପାଇଛି।www.orissaresults.nic.in ରେ ଛାତ୍ରଛାତ୍ରୀ ରେଜଲ୍ଟ ଜାଣିପାରିବେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes