୩ୟ ପର୍ଯ୍ୟାୟରେ ୬ ସଂସଦୀୟ କ୍ଷେତ୍ର ଓ ୪୨ ବିଧାନସଭା କ୍ଷେତ୍ରରେ ମତଦାନ ହେବ

୬ ସଂସଦୀୟ କ୍ଷେତ୍ର ପାଇଁ ୬୪ ପ୍ରାର୍ଥୀ, ୪୨ ବିଧାନସଭା ପାଇଁ ୩୮୩ ପ୍ରାର୍ଥୀ ରହିଛନ୍ତି।

ତୃତୀୟ ପର୍ଯ୍ୟାୟରେ ୧୦,୫୫୧ ପୋଲିଂ ଷ୍ଟେସନ, ୨ ହଜାର ମଡେଲ ବୁଥ୍‌ ରହିଛି। ୪୮ ଲକ୍ଷରୁ ଊର୍ଦ୍ଧ୍ବ ପୁରୁଷ ଓ ୪୬ ଲକ୍ଷରୁ ଊର୍ଦ୍ଧ୍ବ ମହିଳା ଭୋଟର ଅଛନ୍ତି। ୨୦% କ୍ରିଟିକାଲ ପୋଲିଂ ଷ୍ଟେସନ ଚିହ୍ନଟ ହୋଇଛି କହିଛନ୍ତି ସିଇଓ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes