୩୦୫ ଗ୍ରାମର ବ୍ରାଉନସୁଗାର ଜବତ, ଜଣେ ଗିରଫ

କଟକ ନିଆଳିରୁ ୩୦୫ ଗ୍ରାମର ବ୍ରାଉନସୁଗାର ଜବତ କରିବା ସହ ଜଣେ ଅଭିଯୁକ୍ତକୁ ଗିରଫ କରିଛି ରାଜ୍ୟ ଅବକାରୀ ଫ୍ଲାଇଂ ସ୍କ୍ବାର୍ଡ ।

ଜବତ ବ୍ରାଉନସୁଗାରର ମୂଲ୍ୟ ୩୦ ଲକ୍ଷ ୫୦ ହଜାର ଟଙ୍କା ହେବ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes