୩୦୮୨ ସେଣ୍ଟରରେ ମାଟ୍ରିକ୍ ପରୀକ୍ଷା

ଏଥର ରାଜ୍ୟର ୩୦୮୨ ସେଣ୍ଟରରେ ମାଟ୍ରିକ୍ ପରୀକ୍ଷା ହେବ ନେଇ ସୂଚନା ଦେଲେ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ। ପ୍ରଶ୍ନପତ୍ର ରଖିବା ପାଇଁ ୩୨୨ଟି ନୋଡାଲ୍ ସେଣ୍ଟର ରହିଛି, ମାଟ୍ରିକ୍ ପାଇଁ ୫ ଲକ୍ଷ ୬୧ ହଜାର ୯୭୯ ପିଲା ଫର୍ମ ଫିଲ୍‌ ଅପ୍ କରିଛନ୍ତି। ସମସ୍ତ ସେଣ୍ଟରରେ ସିସିଟିଭି ବ୍ୟବସ୍ଥା କରାଯାଇଛି କହିଛନ୍ତି ବୋର୍ଡ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes