୩ କୋଟି ୩୩ଲକ୍ଷ ଟଙ୍କାର ବ୍ୟାଙ୍କ ଦୁର୍ନୀତି ମାମଲାରେ ୨ ଗିରଫ

୨୦୧୫ରୁ ୨୦୧୮ ମସିହା ଭିତରେ ସେଣ୍ଟ୍ରାଲ କିଷାନ କ୍ରେଡିଟ୍ କାର୍ଡ ନାଁରେ ଦୁର୍ନୀତି ମାମଲାରେ ୨ଜଣଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଜ ଇଓଡବ୍ଲୁ ଓଡ଼ିଶା।

ଏ ନେଇ ଅଭିଯୋଗ କରିଥିଲେ ସେଣ୍ଟ୍ରାଲ ବ୍ୟାଙ୍କର ରିଜିଓନାଲ ମୁଖ୍ୟ।ନକଲି ହିତାଧିକାରୀଙ୍କୁ ଦର୍ଶାଇ ଟଙ୍କା ଚଳୁ କରୁଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes