୩ ତାରିଖ ଦୋଳ ପୂର୍ଣ୍ଣିମାରେ କେତୁଗ୍ରସ୍ତ ଚନ୍ଦ୍ର ଗ୍ରହଣ

ପୁରୀକୁ ଦିନ ୩ଟା ୨୦ ମିନିଟ୍ ୧୭ ସେକେଣ୍ଡରେ ସ୍ପର୍ଶ କରିବ। ସୂର୍ଯ୍ୟୋଦୟ ପରଠୁ ପାକତ୍ୟାଗ ଓ ଦେବନୀତି ନିଷେଧ ରହିବ। ଗ୍ରହଣ ସର୍ବମୋକ୍ଷ ପରେ ମହାପ୍ରଭୁଙ୍କର ରାଜାଧିରାଜ ବେଶ ଅନୁଷ୍ଠିତ ହେବ।

ରାତି ୮ଟାରୁ ୯ଟା ୩୦ ମଧ୍ୟରେ ରାଜାଧିରାଜ ବେଶ ଅନୁଷ୍ଠିତ ହେବ। ଚଳନ୍ତି ପ୍ରତିମା ରାତି ୧୦ଟାରେ ଦୋଳବେଦୀରେ ବିଜେ କରିବେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes