୩ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅପରାହ୍ଣ ୪ଟା ୩୦ରେ ପ୍ରଧାନମନ୍ତ୍ରୀଙ୍କୁ ଭେଟିବେ।

ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କରି ରାଜ୍ୟର ସ୍ବାର୍ଥ ସମ୍ବଳିତ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିବେ। ମୁଖ୍ୟମନ୍ତ୍ରୀ ଜୁନ୍ ୧ରେ ଭୁବନେଶ୍ୱର ଫେରିବେ।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version