୪୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ କିରାଣୀ

କୋରାପୁଟ ଜିଲ୍ଲା ବନ୍ଧୁଗାଁ ବ୍ଲକ ICDS କିରାଣି ଅଶ୍ୱିନୀ ପ୍ରଧାନ ପୋଷ୍ଟିଂ ପାଇଁ ଅଙ୍ଗନବାଡ଼ି କର୍ମୀଙ୍କ ଠାରୁ ଲାଞ୍ଚ ନେବାବେଳେ ଧରାପଡ଼ିଛନ୍ତି।

ଭିଜିଲାନ୍ସ ତାଙ୍କୁ ଗିରଫ କରିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes