୪୪.୪ ଡ଼ିଗ୍ରୀ ସହ ସୋନପୁର ରାଜ୍ୟର ଉତ୍ତପ୍ତ ସହର

ସୋନପୁରରେ ଆଜି ଦିନ ତାପମାତ୍ରା ୪୪.୪ ଡ଼ିଗ୍ରୀ ସହ ରାଜ୍ୟର ଉତ୍ତପ୍ତ ସହର ।

୧୧ ସହରରେ ଦିନ ତାପମାତ୍ରା ୪୦ ଡ଼ିଗ୍ରୀ କିମ୍ବା ଅଧିକ ରେକର୍ଡ କରାଯାଇଥିବା ବେଳେ ୫ ସହରରେ ତାପମାତ୍ରା ୪୩ ଡ଼ିଗ୍ରୀ କିମ୍ବା ଅଧିକ ରେକର୍ଡ କରାଯାଇଛି ।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version