୫୭ ନମ୍ବର ୱାର୍ଡର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକ୍ରମର ଶୁଭାରମ୍ଭ

ଆଜି ଭୁବନେଶ୍ବର ୫୭ ନମ୍ବର ୱାର୍ଡର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକ୍ରମରେ ସ୍ଥାନୀୟ ବିଧାୟକ ତଥା ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ,ଭୁବନେଶ୍ୱର ମେୟର ସୁଲୋଚନା ଦାସ ଓ ୫୭ ନମ୍ବର ୱାର୍ଡର କର୍ପୋରେଟର ସନ୍ତୋଷ କୁମାର ସିଂହ , ୪୪ ନମ୍ବର ୱାର୍ଡର କର୍ପୋରେଟର ଅଜିତ୍ ବେହେରା ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମର ଶୁଭ ଉଦଘାଟନ କରିଥିଲେ l

ଉକ୍ତ କାର୍ଯ୍ୟକ୍ରମରେ ୱାର୍ଡର ବରିଷ୍ଠ ନାଗରିକ,ଯୁବ ଓ ଛାତ୍ର ସଂଗଠନ, ତଥା ସ୍ୱୟଂ ସହାୟକ ଗୋଷ୍ଠୀର ମହିଳାମାନେ ଉପସ୍ଥିତ ପୂର୍ବକ ସହଯୋଗ କରିଥିଲେ l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes